Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ବୌଦ୍ଧ ସଦର: ଜିଲ୍ଲା କ୍ରୀଡା ସଂସଦ କାର୍ଯ୍ୟାଳୟ ନିକଟରୁ 3 ଗୋଟି ସଚେତନତା ରଥକୁ ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ

ମଙ୍ଗଳବାର ଦିନ ଜିଲ୍ଲା ଷ୍ଟାଡିଅମ ପରିସରରେ ଥିବା ଜିଲ୍ଲା କ୍ରୀଡା ସଂସଦ କାର୍ଯ୍ୟାଳୟ ନିକଟରୁ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ପାଇଁ 3 ଗୋଟି ସଚେତନତା ରଥକୁ ଶୁଭାରମ୍ଭ କରାଯାଇଛି | ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସବୁଜ ପତାକା ଦେଖାଇ ରଥର ଶୁଭାରମ କରିଥିଲେ | ଉକ୍ତ 3 ଗୋଟି ରଥ ଜିଲ୍ଲାର ବୌଦ୍ଧ, ହରଭଙ୍ଗା ଓ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପରିକ୍ରମା କରି ଏକ ପେଡ ମା କେ ନାମ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ପାଇଁ ସଚେତନ କରାଇବ l

MORE NEWS