ବାରିପଦା ମ୍ୟୁନିସିପାଲଟି: ବାରିପଦା ସହିଦ ସ୍ମୃତି ଭବନ ଠାରେ ଜୋନସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ
ମୟୂରଭଞ୍ଜ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର ଆଦି ଜିଲ୍ଲାକୁ ନେଇ ଜୋନସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଟିଇ ଓ ଏସସିଇଆରଟି, ଓଡିଶା, ଭୂବନେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ମିଳିତ ଆନୁକୂଲ୍ୟରେ ବାରିପଦା ସ୍ଥିତ ସହୀଦ ସ୍ମୃତି ଭବନ ପରିସରରେ ଶୁକ୍ରବାର ଦିନ ପ୍ରାୟ ୧୨ଟାରେ ଜୋନସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l