କଟକ ପୌରାଞ୍ଚଳ: କଟକ ବାଲିଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ସମୀକ୍ଷା କଲେ ଜିଲ୍ଲାପାଳ ଓ CMC କମିଶନର
ଐତିହାସିକ ବାଲିଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ। ଜିଲ୍ଲାପାଳ ଓ CMC କମିଶନର ବାଲିଯାତ୍ରା ପଡ଼ିଆ ପରିଦର୍ଶନ କରି ଭିତ୍ତିଭୂମି କାର୍ଯ୍ୟର ସମୀକ୍ଷା କରିଛନ୍ତି। ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ।