ଢେଙ୍କାନାଳ ସଦର: ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଳକ ଗୋଠତଳ ଠାରେ ଗୋଡତଳେ ନକ ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଳକ ଗୋଡତଳେ ଠାରେ ଆଜି ତା ୧୨।୧୦।୨୫ ରିଖ ଅପରାହ୍ନ ୩ ଘଣ୍ଟା ସମୟରେ ଗୋଡତଳେ ନକ୍ ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ମୂଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ମାନ୍ୟବର ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗ ଦେଇ କାର୍ଯ୍ୟ କ୍ରମ କୁ ଉଦଘାଟନ କରି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ।