ରେଢାଖୋଲ: ସମସ୍ୟାରେ ବଡବାହାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,
ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ର ଛାତ୍ରୀ
Rairakhol, Sambalpur | Aug 4, 2025
ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ବଡବାହାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଦିନ ସକାଳ ୧୦ଟା ସମୟରେ ବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ...