Public App Logo
Jansamasya
���िल्ली
Breakingnews
Narendramodi
Madhya_pradesh
Pmmodi
Rahulgandhi
Haryana
���ादी
Crimenews
Karnataka
Bareilly
���प
Agra
Abvp
Biharnews
Fatehpur
Jodhpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
Trending
���ोगी_आदित्यनाथ
Sonunigam
Arvindkejriwal
Rajasthannews
No video available

ଭଦ୍ରକ ଗ୍ରାମାଞ୍ଚଳ: ଚରମ୍ପା ରେ ଚରମ୍ପା ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ‘ସର୍ବ ଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ' ର ଉଦଘାଟନ ଦିବସରେ ଯୋଗଦେଲେ ଭଦ୍ରକ ବିଧାୟକ

Bhadrak Rural, Bhadrak | Dec 29, 2024
ଚରମ୍ପା ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ‘ସର୍ବ ଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ' ର ଉଦଘାଟନ ଦିବସରେ ଯୋଗଦେଲେ ଭଦ୍ରକ ବିଧାୟକ । ଆଜି ପୂର୍ବାହ୍ନ ରେ ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଚରମ୍ପା ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ‘ସର୍ବ ଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ' ର ଉଦଘାଟନ ଦିବସରେ ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ଭଦ୍ରକ ବିଧାୟକ ଙ୍କ ସହିତ ଅନ୍ୟ ନେତୃମଣ୍ଡଳୀ ମାନେ ଯୋଗ ଦେଇଥିଲେ ।

MORE NEWS