ପାଲଲହଡା: ଧୋବାପାଳ ଗ୍ରାମରେ କଂଗ୍ରେସର ସାଙ୍ଗଠନିକ ବୈଠକ ଅନୁଷ୍ଠିତ
କଣିହାଁ ବ୍ଲକ ଅନ୍ତର୍ଗତ ଧୋବାପାଳ ଗ୍ରାମରେ କଂଗ୍ରେସର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ଦାସଙ୍କ ନେତୃତ୍ୱରେ ଶନିବାର ସକାଳ ୧୧ ଘଟିକା ସମୟରେ ଅନୁଷ୍ଠିତ ଏହି ବୈଠକରେ ଅଞ୍ଚଳର ବହୁ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ ।