କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ କୋଲାବିରା ବ୍ଲକ ରଘୁନାଥପାଲି ମାଉସୀମା ମନ୍ଦିରରେ ଆୟୋଜିତ ସଂକୀର୍ତ୍ତନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।