କୋରାପୁଟ ସହର: ଆସନ୍ତା କାଲି କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି
କୋରାପୁଟରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଦିନ ୨ଟା ସମୟରେ ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୋରାପୁଟ ଜିଲ୍ଲାକୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।