ବରପାଲି ସହରର ୱାଡ ନମ୍ବର ୧୧ରେ ଆଜି ଏକ ପୂଜା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ଲୋକ ଯୋଗ ଦେଇଥିଲେ।