Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Uttar_pradesh
Congress
Modi
Delhi
Viral
Crime
शिक्षा
शराब
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
यूपी
स्कूल
Bhopal

ଚମ୍ପୁଆ: ମିରିଗିସିଙ୍ଗା ଠାରେ ସାମ୍ବାଦିକଙ୍କ ବିରାଟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

Champua, Kendujhar | Dec 10, 2025
ଚମ୍ପୁଆ ଉପଖଣ୍ଡର ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ନେଇ ଆଜି ସ୍ଥାନୀୟ ମିରିଗିସିଙ୍ଗା ଠାରେ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବଡବିଲ ଏସଡିପିଓ ଶ୍ରୀ ଦେବେନ୍ଦ୍ର ନାଥ ପିଙ୍ଗୁଆ, ଯୋଡା ନଗରପାଳ ଡାକ୍ତର ଜଗଦୀଶ ପ୍ରସାଦ ସାହୁ ପ୍ରମୁଖ ଯୋଗ ଦେଇଥିବା ବେଳେ ଅଞ୍ଚଳରେ କାର୍ଯ୍ୟରତ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ସାମ୍ବାଦିକ ଉପସ୍ଥିତ ରହିଥିଲେ।