ପାରଳାଖେମୁଣ୍ଡି: ଗଜପତି: ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ବିଜ୍ଞାନ ପ୍ରଦର୍ଶନୀ ଓ ଶିଶୁ ଦିବସ ପାଳନ
ଗଜପତି ଜିଲ୍ଲାର ପାରସମ୍ବାସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବାର୍ଷିକ ବିଜ୍ଞାନ ପ୍ରଦର୍ଶନୀ ଓ ଶିଶୁ ଦିବସ ପାଳିତ ହୋଇଯାଇଛି। ଛାତ୍ରଛାତ୍ରୀମାନଙ୍କ ବିଭିନ୍ନ ପ୍ରକଳ୍ପ ସମସ୍ତଙ୍କୁ ଆକୃଷ୍ଟ କରିଥିଲା।