ରମ୍ଭା ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପି ଏମ ଶ୍ରୀ ଉତ୍ସବ ପ୍ରାଧନ ଶିକ୍ଷକ ଗୋପୀନାଥ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ମଂଗଳବାର ମଧ୍ୟାହ୍ନରେ ମୁଖ୍ୟ ଅତିଥିଭାବେ ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରସନ୍ନ କୁମାର ବେହେରା, ମୁଖ୍ୟବକ୍ତା ରମ୍ଭା ଏନ ଏ ସି ଅଧ୍ୟକ୍ଷା ମାନସୀ ସ୍ୱାଇଁ, ସମ୍ମାନିତ ଅତିଥି ସମାଜସେବୀ ସୁବାଷ ଚନ୍ଦ୍ର ପଣ୍ଡା, ସି ଆର ସି ସି ରବୀନ୍ଦ୍ର କୁମାର ପଣ୍ଡା , ପାଲୁର ତାଲୁକା ହାଇସ୍କୁଲ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।