Public App Logo
Jansamasya
National
Haryana
Pmmsy
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat

ବରଗଡ: ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ଯୋଗଦେଲେ ବରଗଡ଼ ସାଂସଦ ଓ ଜିଲ୍ଲାପାଳ

ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ଯୋଗଦେଲେ ବରଗଡ଼ ସାଂସଦ |ସୋମବାର ସନ୍ଧ୍ୟା 5 ଘଣ୍ଟା ସମୟରେ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଛି |ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଓ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ |ବିଜୟୀ ଛାତ୍ରଛାତ୍ରୀଙ୍କୁ ସାଂସଦ ପୁରସ୍କୃତ କରିଥିଲେ | ଆଗାମୀ ଦିନରେ ଏହି କୃତି ଛାତ୍ରଛାତ୍ରୀ ରାଜ୍ୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ |ଏନେଇ ସାଂସଦ ନିଜ ପ୍ରତିକ୍ରିୟା ରଖିଛନ୍ତି ।

MORE NEWS