ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ଆଇଟିଆଇ ପକ୍ଷରୁ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଘରୋଇ ଆଇଟିଆଇ ସଂଘର ସଦସ୍ୟ ମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ରାଜ୍ୟ ଘରୋଇ ଆଇଟିଆଇ ସଂଘର ସଭାପତି ଡ଼ଃ ଅରୁଣ କୁମାର ନାୟକ ଙ୍କର ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।