ରାଇରଙ୍ଗପୁର ଜଳସେଚନ ବିଭାଗର ଡାକ ବଙ୍ଗଳା ଠାରେ ପଶ୍ଚିମ ମୟୁରଭଞ୍ଜ ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ରୂପେ ରାଇରଙ୍ଗପୁର ବିଧାୟକ ଜଲେନ ନାଏକ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ବାହାର ଅଞ୍ଚଳର ଠିକାଦାର ମାନେ ବାମନଘାଟି ଓ ପାଞ୍ଚପୀଢ଼ ଉପଖଣ୍ଡରେ ଟେଣ୍ଡର ନ ପକାଇବା ପାଇଁ ଅନୁରୋଧ କରାଯାଇଛି।