ଝାରସୁଗୁଡା: ଓଡିଶା ସରକାରୀ ହାଇସ୍କୁଲ ନୂତନ ପେନସନ ଯୋଜନାଭୁକ୍ତ ଶିକ୍ଷକ ସଂଘ ଝାରସୁଗୁଡା ଜିଲ୍ଲା ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି
Jharsuguda, Jharsuguda | Sep 13, 2025
ବିଭିନ୍ନ ଦାବି ନେଇ ଓଡିଶା ସରକାରୀ ହାଇସ୍କୁଲ ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ ଝାରସୁଗୁଡା ଜିଲ୍ଲା ପକ୍ଷରୁ ଝାରସୁଗୁଡା ଜିଲ୍ଲାପାଳଙ୍କ...