ପାରଳାଖେମୁଣ୍ଡି: ରାଣୀପେଣ୍ଠ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା କାର୍ଯ୍ୟକ୍ରମ
ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ରାଣୀପେଣ୍ଠ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ, ପୋକ୍ସୋ ଆଇନ, ଶିଶୁ ଅଧିକାର ଓ ମହିଳାଙ୍କ ସୁରକ୍ଷା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଯାଇଛି।