ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାରେ ଆସନ୍ତା ୨୮ ଯାଏଁ ପବନ ଓ ବର୍ଷା ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି
Baripada M, Mayurbhanj | Aug 23, 2025
ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତା ୨୮ ଯାଏଁ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପବନ ସହ ବର୍ଷା ଓ ବଜ୍ରପାତ ହେବାନେଇ ୟୋଲ ୱାର୍ଣିଂ ଜାରୀ ହୋଇଛି।...