ବାଲେଶ୍ବର ସଦର: ଜଳେଶ୍ୱର ନାବାଳିକା ହତ୍ୟା: କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା କଂଗ୍ରେସ
ଜଳେଶ୍ୱର ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଓ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲା କଂଗ୍ରେସ। ବାଲେଶ୍ୱର ଏସ୍ପିଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କଲା କଂଗ୍ରେସର ତଥ୍ୟ ଅନୁସନ୍ଧାନକାରୀ ଦଳ।