ମାଲକାନଗିରି: ବାଲିମେଳା ନବୋଦୟ ବିଦ୍ୟାଳୟରେ ଯୁକ୍ତ ୨ ଶ୍ରେଣୀର ୪ଜଣ ଛାତ୍ରୀ ଅସୁସ୍ଥ ହୋଇଥିବା ବେଳେ ତାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତ କରା ଯାଇଛି
Malkangiri, Malkangiri | Jul 11, 2025
ମାଲକାନଗିରି ଜିଲ୍ଲା ବାଲିମେଳା ସ୍ଥିତ ନବୋଦୟ ବିଦ୍ୟାଳୟରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।ଏହି ବିଦ୍ୟାଳୟରେ...