ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଚାଷୀଙ୍କୁ ଆବଶ୍ୟକ ସାର ଯୋଗାଣ ଦାବିରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
Baudh Sadar, Boudh (Bauda) | Sep 2, 2025
ମଙ୍ଗଳବାର ବୌଦ୍ଧ ଜିଲ୍ଲାରେ ଚାଷୀ ମାନଙ୍କୁ ଆବଶ୍ୟକ ସାର ଯୋଗାଣ ଦାବିରେ ବିଜେଡ଼ି ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ...