ବୁଧବାର ରାତି ପ୍ରାୟ ୮.୩୦ ଟାରେ ବାରିପଦା ସହର ସ୍ଥିତ ଶ୍ରୀରାମଚନ୍ଦ୍ର ପାଠାଗାରର ସୌନ୍ଦର୍ଯ୍ୟକରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ଓ ସେଠାରେ ଥିବା ପାର୍କ ନବୀକରଣ କାର୍ଯ୍ୟର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନେଇ ସେଠାରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବାରିପଦା ନଗରପାଳ କୃଷ୍ଣାନନ୍ଦ ମହାନ୍ତି ପ୍ରତିକ୍ରିୟା ଦେଉଛନ୍ତି।