ଶିଶୁଦିବସ ଉପଲକ୍ଷେ ଆଠମଲ୍ଲିକ ଓ କିଶୋରନଗର ବ୍ଲକ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ପୂର୍ବାହ୍ନ 11 ଟା ରୁ ଆରମ୍ଭ ହୋଇ ଅପରାହ୍ନ 1 ଟା ରେ ସମାପ୍ତ ହୋଇ ଥିଲା lଅତିରିକ୍ତ ଜିଲ୍ଲା ଓ ଦୌରାଜଜ ତଥା ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ରଞ୍ଜନ କୁମାର ସୁତାର ମୁଖ୍ୟ ଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ପ୍ରତିଯୋଗିତା କୁ ଉଦଘାଟନ କରିଥିଲେ l ଏହି ପ୍ରତିଯୋଗିତା ରେ ସମ୍ମାନିତ ଅତ