ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ନେଇ ଓଡ଼ିଶାରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ
Bhubaneswar, Khordha | Oct 17, 2026
ନୂଆଦିଲ୍ଲୀ ବିଭାଗୀୟ ସମ୍ମିଳନୀ ୨୦୨୬ ପାଇଁ ଓଡ଼ିଶାର ରୋଡମ୍ୟାପ୍ ନେଇ ଅନୁଷ୍ଠିତ ହୋଇଛି ସ୍ୱତନ୍ତ୍ର ବୈଠକ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମହିଳା ସଶକ୍ତିକରଣ ଓ ଶିଶୁ ବିକାଶର ୪ଟି ମୁଖ୍ୟ ବିଷୟବସ୍ତୁ ଉପରେ ଆଲୋଚନା ହୋଇଛି।