Public App Logo
Jansamasya
News
पुलिस
Bjp
National
Police
Bihar
बिहार
कांग्रेस
मौत
बीजेपी
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ସ୍ଥିତ ଓୟୁଟିଆର ର ଚତୁର୍ଥ ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ରାଜ୍ୟପାଳ

ଛାତ୍ରଛାତ୍ରୀମାନେ ଶିକ୍ଷାର ଉପଯୋଗ କରି ଭାରତର ଆତ୍ମନିର୍ଭରଶୀଳତାକୁ ସୁଦୃଢ଼ କରିବା ପାଇଁ ଅର୍ଥପୂର୍ଣ୍ଣ ନବସୃଜନ ଏବଂ ସ୍ଥାୟୀ ସମାଧାନ ସୃଷ୍ଟି କରିବାକୁ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି I ଓଡ଼ିଶା ପ୍ରଯୁକ୍ତିବିଦ୍ୟା ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ (ଓୟୁଟିଆର) ର ଚତୁର୍ଥ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ଉଦବୋଧନ ଦେଇ ରାଜ୍ୟପାଳ କହିଛନ୍ତି ଯେ ଭାରତ କେବଳ "ମେକ୍ ଇନ୍ ଇଣ୍ଡିଆ" ନୁହେଁ ବରଂ "ଡିଜାଇନ୍ ଇନ୍ ଇଣ୍ଡିଆ" ଏବଂ "ଇନୋଭେଟ ଫର ଦ ୱାର୍ଲଡ" ଦିଗରେ ମଧ୍ୟ ଲକ୍ଷ୍ୟ ରଖିବା ଉଚିତ।