ସମ୍ଭାବ୍ୟ ବାତ୍ୟା ଆକଭାନ୍ ମୁକାବିଲା ପାଇଁ କଟକ ମହାନଗର ନିଗମ ପକ୍ଷରୁ ପ୍ରସ୍ତୁତି। କମିଶନର ସହରର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳ ବୁଲି ସ୍ଥିତି ପାରଖ କରିବା ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।