Public App Logo
Jansamasya
National
���ीएसटी
Happydiwali
Nextgengst
Cybersecurityawareness
Diwali2025
Pmmsy
Matsyasampadasesamriddhi
Fidfimpact
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds

ବିଞ୍ଝାରପୁର: କୋରେଇ ବ୍ଲକ ବୈତରିଣୀ ସରକାରୀ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ସୁରଭି ପ୍ରତିଯୋଗିତା ଅନୁଷ୍ଠିତ

Binjharpur, Jajpur | Oct 23, 2025
କୋରେଇ ବ୍ଲକ ବୈତରିଣୀ ସରକାରୀ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ସୁରଭି ପ୍ରତିଯୋଗିତା ଅନୁଷ୍ଠିତ l ଆଜି ବ୍ଲକ ଶିକ୍ଷା ଅଧିକାରୀ ସୁଦର୍ଶନ ମଲ୍ଲିକଙ୍କ ନେତୃତ୍ୱରେ ଆୟୋଜିତ ସୁରଭି ପ୍ରତିଯୋଗିତାରେ କୋରେଇ ବିଧାୟକ ଆକାଶ ଦାସନାୟକ ଅତିଥିଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାର ବିକାଶ ପାଇଁ ଆରମ୍ଭ ହେଉଥୁବା ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ l ଏହି କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ଅଂଚଳ ସ୍କୁଲ ଛାତ୍ର ଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ l ପରିଶେଷରେ ବିଧାୟକ ଶ୍ରୀ ଦାସନାୟକ କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ l

MORE NEWS