Public App Logo
ସତ୍ୟବାଦୀ: ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି - Satyabadi News