ହିନ୍ଦୋଳ: ଓଡ଼ିଶାରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ, ଜାରି ହେଲା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ
ଓଡ଼ିଶାରେ ପୌର ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ବୌଦ୍ଧ ବ୍ୟତୀତ ସମସ୍ତ ଜିଲ୍ଲାରେ ମ୍ୟୁନିସିପାଲିଟି ଓ NAC ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୨୦୨୭ ଜାନୁଆରୀ ୩୦ ସୁଦ୍ଧା ସମସ୍ତ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।