ରାଉରକେଲା ମ୍ୟୁନିସିପାଲଟି: ରାଉରକେଲା ଷ୍ଟିଲ ପ୍ଳାଣ୍ଟ ପରିସରରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ରାଉରକେଲା ଷ୍ଟିଲ ପ୍ଳାଣ୍ଟ ପରିସରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ଷ୍ଟିଲ୍ ପ୍ଲାଣ୍ଟର ଗୋପବନ୍ଧୁ ଅଡିଟୋରିୟମ ହଲ୍ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଷ୍ଟିଲ ପ୍ଳାଣ୍ଟ ଏଚ୍ ଆର ତରୁଣ ମିଶ୍ର, ସମ୍ମାନୀତ ଅତିଥି ଭାବେ ବିଶ୍ବ ରଞ୍ଜନ ପଲେଇ ପ୍ରମୁଖ ଉପସ୍ଥିତ ଥିଲେ।