Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Nda
School
Cbi
No video available

ପାଟକୁରା: ଗରଦପୁର ଠାରେ ଶତାଧିକ ବିଜେଡି କର୍ମୀ ବିଜେପିରେ ଯୋଗଦାନ

Patkura, Kendrapara | Apr 13, 2024
ପାଟକୁରା ନିର୍ବାଚନ ମଣ୍ଡଳୀର ଗରଦପୁର ଠାରେ ଆଜି ଅପରାହ୍ନ ୩ଘଟିକା ସମୟରେ ଶତାଧିକ ବିଜେଡି କର୍ମୀ ବିଜେଡି ଦଳ ଛାଡି ବିଜେପିରେ ଯୋଗଦେଇଥିବା ସୂଚନା। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ମୁଖପାତ୍ର ଶ୍ରୀ ତେଜେଶ୍ଵର ପରିଡ଼ା ଏବଂ ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା ଙ୍କ ଉପସ୍ଥିତି ରେ ସାମିଲ ହୋଇଥିବା ସୂଚନା।

MORE NEWS