ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଆଜି ବଡ଼ଗାଁ ହାଇସ୍କୁଲ ପ୍ରାଙ୍ଗଣରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବଡ଼ଗାଁ ବ୍ଳକ ଅଧ୍ୟକ୍ଷା ଦୁଲାରୀ ସରେଙ୍ଗ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।