Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଅନୁଗୋଳ: ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଛାତ୍ରୀମାନଙ୍କ ଅଭିନବ ପ୍ରୟାସ, ଦେଶର ସୈନିକ ପାଇଁ ପଠାଇଲେ ରାକ୍ଷୀ

Anugul, Angul | Aug 1, 2025
ଅନୁଗୁଳ ଜିଲ୍ଲା ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଅଭିନବ ପ୍ରୟାସ । ଆଗକୁ ରାକ୍ଷୀ ପୂର୍ଣ୍ଣିମା ଆସୁଥ‌ିବା ବେଳେ ଭାରତୀୟ ସୈନିକଙ୍କୁ ପଠାଇଲେ ରାକ୍ଷୀ । ଭାରତୀୟ ସଂସ୍କୃତିରେ ରାକ୍ଷୀ ପୂର୍ଣ୍ଣିମା ଏକ ଅନନ୍ୟ ପର୍ବ ଯାହା ଭାଇ ଓ ଭଉଣୀଙ୍କ ମଧ୍ୟରେ ଅତୁଟ ସ୍ନେହ ଓ ବିଶ୍ବାସର ବନ୍ଧନକୁ ସୁଦୃଢ କରିଥାଏ । ଏହି ପବିତ୍ର ଅବସରକୁ ଆଖୁ ଆଗରେ ରଖୁ ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀମାନେ ଏକ ପ୍ରଶଂସନୀୟ ଉଦ୍ୟମ ମାଧ୍ୟମରେ ଭାରତୀୟ ସୀମାରେ ନିୟୋଜିତ ବୀର ସୈନିକମାନଙ୍କୁ ରାକ୍ଷୀ ପଠାଇ ସେମାନଙ୍କ ସୁରକ୍ଷା ଓ କୁଶଳତା ପାଇଁ ପ୍ରାର୍ଥନା କରିଛନ୍ତି ।

MORE NEWS