Public App Logo
Jansamasya
News
Bjp
National
Police
Bihar
कांग्रेस
मौत
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी
Crimenews
Kolkata
Aap

ପୁରୀ ମ୍ୟୁନିସିପାଲଟି: ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଘାସିଭବାନୀପୁର ଗ୍ରାମରେ ଅଗ୍ନିକାଣ୍ଡରେ ଜଳିଗଲା 12 ବଖରା ଘର

Puri M, Puri | Aug 1, 2025
ପୁରୀ ଜିଲା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଘାସିଭବାନୀପୁର ଗ୍ରାମରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୯ଟି ପରିବାରର ୧୨ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଲକ୍ଷାଧ‌ିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ, ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଭଗବାନ ପ୍ରଧାନ, ଇଶର ଜେନା, ଓକିଲ ଜେନା ଓ ମକରା ଜେନାଙ୍କ ଘରେ କୌଣସି କାରଣକୁ ନେଇ ନିଆଁ ଲାଗିଯାଇଥଲା। ଫଳରେ ୯ଟି ପରିବାରର ୧୨ ବଖରା ଛପର ଘର ସମ୍ପୂର୍ଣ୍ଣ ଜଳି ଯାଇଛି। ଖବରପାଇ ସାକ୍ଷୀଗୋପ