କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ଆଜି ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦଳ ଓ ସଂଗଠନର କର୍ମୀମାନେ ବିକ୍ଷୋଭ ସଭା ଓ ପ୍ରତିବାଦ କରିଥିଲେ,ପ୍ରତିବାଦକାରୀମାନେ ବିଭିନ୍ନ ସ୍ଲୋଗାନ ଦେବା ସହ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ଉକ୍ତ ସଭାରେ ସରକାରଙ୍କ ନୀତି ଓ କାର୍ଯ୍ୟପ୍ରଣାଳୀକୁ ସମାଲୋଚନା କରାଯାଇଥିଲା ......|