ବଡ଼ମାଳ ଜୟ ଜଗନ୍ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କଲେ ମନ୍ତ୍ରୀ ରବି ନାରାୟଣ ନାଏକ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅନ୍ତର୍ଗତ ବ୍ଳକ ବଡ଼ମାଲ ସ୍ଥିତ ଜୟ ଜଗନ୍ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶନିବାର ସକାଳେ ପରିଦର୍ଶନ କରିଛନ୍ତି ପଞ୍ଚାୟତ ରାଜ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ପାଠ ପଢା ସମ୍ପର୍କରେ ପଚାରିଥିଲେ । ଏବଂ ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ସହ ବିଦ୍ୟାଳୟର ଭିତ୍ତିଭୂମିର ବିକାଶ ଏବଂ ଶିକ୍ଷାଦାନର ମାନ ବୃଦ୍ଧି ସମ୍ପର୍କରେ ଆଲୋଚନା କରିବା ସହ ଆଗାମୀ ଦିନରେ ଏହାର ଉନ୍ନତି ପାଇଁ ପ୍ରତିଶ୍ରୁତି ଦେଇଥି