ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ପଞ୍ଚାୟତ ର ସଭାଗୃହ ଠାରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ପଞ୍ଚାୟତ ର ସଭାଗୃହ ଠାରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ଆଜି ଦିନ 11 ଘଣ୍ଟ ସମୟରେ ହୋଇଥିବାର ଖବର ମିଳିଥିବା ବେଳେ ଭିମପୁରଶାସନ ଗ୍ରାମର ଝିଅ ପୁଷ୍ମିତା ତ୍ରିପାଠୀ ଓଏଏସ ପାଇଥିବା ହେତୁ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଏଏସ ପାଇଥିବା ପୁଷ୍ମିତା ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।