ପାଲଲହଡା: ପାଲଲହଡା ବ୍ଲକ ଖେମଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିନଜ୍ଞାନ ମେଳା ଅନୁଷ୍ଠିତ
ପାଲଲହଡା ବ୍ଲକ ଖେମଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଗୁରୁବାର ସକାଳ ୧୦ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରକାରର ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପାଲଲହଡା ବିଧାୟକ ଅଶୋକ ମହାନ୍ତି ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଦର୍ଶିତ ପ୍ରକଳ୍ପ ବୁଲି ଦେଖିବା ସହ ଛାତ୍ରଛାତ୍ରୀ ମାନଙ୍କ ସହ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ ।