ଜଗତସିଂହପୁର: ପିତେଇପୁର ସ୍ଥିତ କନକ ଦୁର୍ଗା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଆଇନସେବା ପ୍ରାଧିକରଣ ଓ ବନ ବିଭାଗ ପକ୍ଷରୁ ବନ ମହୋତ୍ସବ ପାଳନ
ପିତେଇପୁରସ୍ଥିତ କନକଦୁର୍ଗା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ବନ ବିଭାଗର ମିଳିତ ଆନ୍ୟୁକୁଲ୍ୟରେ ବନ ମହୋତ୍ସବ ସପ୍ତାହ ପାଳନ ହେବାସହ ଚାରା ରୋପଣ କରାଯାଇଛି । ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ଯକ୍ଷ ଶ୍ରୀନିବାସ ପ୍ରତିହାରୀଙ୍କ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନୀଳିମା ପଣ୍ଡା, ମୁଖ୍ୟ ଆଇନ ସହାୟତା ପ୍ରତିରକ୍ଷା ଓକିଲ ଓଜଦ୍ଵିତୀ ମହାନ୍ତି, ଆଇନ ସେବା ପ୍ରାଧିକରଣ ସଚିବ ବିଡିଡି ଚନ୍ଦନା, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନୌସିନ ସାବା,ବନପାଳ ପୀତବାସ ମହାପାତ୍ର, ସହକା