ଅଶୋକ ମେହେଟ୍ଟା ସଭାଗୃହରେ ମା ଓ ଶିଶୁ ର ଉତ୍ତମ ସ୍ୱାସ୍ଥ୍ୟ ଓ ପୋଷଣ ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗର ମିଳିତ ବୈଠକ ନବରଙ୍ଗପୁର ଜିଲ୍ଲା ରେ ମା ଓ ଶିଶୁ ମାନଙ୍କ ଉତ୍ତମ ସ୍ଵାସ୍ଥ୍ୟ ଓ ପୋଷଣ ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗର ମିଳିତ ବୈଠକ ଜିଲ୍ଲାପାଳ ଡ଼. ମହେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି ଅଶୋକ ମେହେତା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।