Public App Logo
Jansamasya
National
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Pmmsy
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco

ବୌଦ୍ଧ ସଦର: କତମସିଂ ଜଙ୍ଗଲ ନିକଟରୁ ଜବତ 1 କ୍ବିଣ୍ଟାଲ୍ ଗଞ୍ଜେଇକୁ କୋର୍ଟରେ ପ୍ରଦର୍ଶନ କଲା ଅବକାରୀ ବିଭାଗ

ଶୁକ୍ରବାର ସନ୍ଧ୍ୟାରେ ବୌଦ୍ଧ ଥାନା ଟିକର ପଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କତମସିଂ ଜଙ୍ଗଲ ନିକଟରୁ ବୌଦ୍ଧ ଅବକାରୀ ଥାନା ପକ୍ଷରୁ ଜବତ 1 କ୍ବିଣ୍ଟାଲ୍ ଗଞ୍ଜେଇକୁ କୋର୍ଟରେ ପ୍ରଦର୍ଶନ କରାଯାଇଛି | ମିଳିଥିବା ସୂଚନା ଅନୁଯାୟୀ ଆଜି ବୌଦ୍ଧ ଅବକାରୀ ଥାନା ପୋଲିସ ପକ୍ଷରୁ ପେଟ୍ରୋଲିଂ ସମୟରେ 1 କ୍ବିଣ୍ଟାଲ୍ ଗଞ୍ଜେଇ ଜବତ କରା ଯାଇଥିଲା l ଉକ୍ତ ମାମଲାରେ କାହାରିକୁ ଗିରଫ କରାଯାଇ ନଥିବା ବେଳେ NDPS ଆକ୍ଟରେ ଏକ ମାମଲା ରୁଜୁ କରି ଜବତ ଗଞ୍ଜେଇକୁ କୋର୍ଟରେ ପ୍ରଦର୍ଶନ କରାଯାଇଛି |

MORE NEWS