ଟିଟିଲାଗଡ: ଧଣ୍ଡାମୁଣ୍ଡା ଜବାହରଲାଲ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ
ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଜବାହରଲାଲ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମୋଟ ୩୦ ଜଣ ବାଳକ ଓ ବାଳିକା ପ୍ରତିଯୋଗୀ ଭାଗ ନେଇଥିଲେ।