Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ବୌଦ୍ଧ ସଦର: ରାଧା ନଗର ଓ ବିର ନରସିଂହପୁର ଗ୍ରାମ ପଞ୍ଚାୟତ ପରିଦର୍ଶନ କଲେ ସରକାରୀ ଦଳ ମୁଖ୍ୟ ସଚେତକ

ବୁଧବାର ଦିନ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ହରଭଙ୍ଗା ବ୍ଲକ ଅନ୍ତର୍ଗତ ରାଧାନଗର୍ ଓ ବିର ନରସିଂହପୁର ଗ୍ରାମ ପଞ୍ଚାୟତ ପରିଦର୍ଶନ କରିଛନ୍ତି | ଉକ୍ତ ଅବସରରେ ଶ୍ରୀ ପ୍ରଧାନ ଉଭୟ ଗ୍ରାମ ପଞ୍ଚାୟତ ପକ୍ଷରୁ ଆୟୋଜିତ ଏକ ପେଡ ମା କେ ନାମ୍ ଅନ୍ତର୍ଗତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ପରିଦର୍ଶନ କରିବା ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ | ପରିଦର୍ଶନ ସମୟରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

MORE NEWS