ରାୟଗଡା: ବିଷମକଟକ ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ କଂଗ୍ରେସର ସଂଗଠନ ସୃଜନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲାର ୩ ବିଧାୟକ ଓ ସାଂସଦ
Rayagada, Rayagada | Sep 5, 2025
ବିଷମକଟକ କଲ୍ୟାଣ ମଣ୍ଡପ ପରିସରରେ ଶୁକ୍ରବାର ଦିନ କଂଗ୍ରେସର ସଂଗଠନ ସୃଜନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲାର ୩ ବିଧାୟକ ଓ ସାଂସଦ।