ସମଗ୍ର ବୌଦ୍ଧ ଜିଲ୍ଲାର ବିଭିନ୍ନ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହରଭଙ୍ଗା ବ୍ଲକ ସ୍ଥିତ ଠିଡିକାଜୋର ଶ୍ରୀ ପୁରୁଷୋତ୍ତମ ଦେବ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ଓ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦୁର୍ଲଭ ଗଜାନନ ବେଶ (ହାତୀ ବେଶ) ବେଶ୍ ଧୂମଧାମରେ ଅନୁଷ୍ଠିତ ହୋଇଛି।
#SnanaPurnima #DevasnanaPurnima #BoudhNews #Thidikajore #JagannathCulture #GajananaBesha #OdishaFestivals #RathaYatra2026
Baudh Sadar, Boudh (Bauda) | Jun 29, 2026