ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Jun 23, 2025
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପାସାଗର ଉପରେ...