କୋରାପୁଟ ସହର: ଆସନ୍ତା କାଲି କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର
ଆସନ୍ତା କାଲି କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପବନ ବୋହିବାର ସମ୍ଭାବନା ଥିବାରୁ ଆଜି ଦିନ ୨ଟା ସମୟରେ କୋରାପୁଟ ଜିଲ୍ଲା ପ୍ରଶାସନକୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା।