Public App Logo
Jansamasya
News
Maharashtra
Bjp
National
Police
Bihar
India
रेलवे
Coronavirus
कांग्रेस
बीजेपी
Congress
Modi
Delhi
Viral
Dm
Rajasthan
Bollywood
Patna
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी

ଧରାକୋଟ: ପାଟପୁର ଠାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Dharakote, Ganjam | Nov 2, 2025
ଗଞ୍ଜାମ ଜିଲ୍ଲା ପାଟପୁର ଠାରେ ସାଇବର ସୁରକ୍ଷା ନିମନ୍ତେ ସଚେତନତା କାର୍ଯ୍ୟକ୍ରମ ପାଟପୁର ପୋଲିସ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସମ୍ମାନୀତ ଅତିଥି ଭାବେ ଧରାକୋଟ ଥାନା ଅଧିକାରୀ ଚନ୍ଦ୍ରିକା ସ୍ବାଇଁ ଙ୍କ ଙ୍କ ସମେତ ବହୁ ଅତିଥି ଯୋଗ ଦେଇଥିଲେ । ଏହି ସାଇବର ସଚେତନତା ଉପରେ ନୃତ୍ୟ ପରିବେଷଣ କରାଯାଇଥିଲା । ଏହି ଅବସରରେ ଥାନା ଅଧିକାରୀ ଓ ଅତିଥି ମାନେ ସାଇବର ଠକେଇ କଣ ଓ କିପରି ହୁଏ ତାହା ଉପରେ ଆଲୋଚନା କରିଥିଲେ ।