ଛତ୍ରପୁର: ବ୍ରହ୍ମପୁର ଆଇଜି କାର୍ଯ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ପ୍ରତିକ୍ରିୟା ରଖିଲେ ଆଇଜି
ପରିବେଶ ସୁରକ୍ଷା କୁ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଓ ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ଏକ ପେଡ୍ ମା କେ ନାମ ପେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ବୃକ୍ଷ ରୋପଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ପୂର୍ବାହ୍ନରେ ବ୍ରହ୍ମପୁର ସ୍ଥିତ ଆଇଜି କାର୍ଯ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।